Exodus 7:18 — Compare Translations

5 translations compared side by side

Odia - 1840
"ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ୟୁକ୍ତ ହବେ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇପାରିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀଜଳ ପାନ କରିବାକୁ ଘୃଣା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ଯୁକ୍ତ ହେବ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇ ପାରିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।