Exodus 7:2 — Compare Translations

5 translations compared side by side

Odia - 1840
"ତୁମ୍ଭର ଭାଇ ହାରୋଣଙ୍କୁ ମାରେସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚଯ ଇଶ୍ରାୟେଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ୟିବାକୁ ଛାଡ଼ି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି ଫାରୋ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଦେବା ପାଇଁ ତୁମ୍ଭ ଭ୍ରାତା ହାରୋଣ ତାହାକୁ କହିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଭାଇ ହାରୋଣଙ୍କୁ ମୋର ସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚୟ ଇସ୍ରାଏଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ଯିବାକୁ ଛାଡ଼ି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।