Exodus 7:20 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁ ସେ ରେ କାର୍ୟ୍ଯ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ବାରା ନିଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଚାରୀମାନଙ୍କ ସମ୍ମୁଖ ରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତ ରେ ପରିଣତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀଜଳ ରକ୍ତ ହୋଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁସାରେ କାର୍ଯ୍ୟ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ୱାରା ନୀଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଗ୍ଭରୀମାନଙ୍କ ସମ୍ମୁଖରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତରେ ପରିଣତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା।