Exodus 7:21 — Compare Translations

5 translations compared side by side

Odia - 1840
"ନଦୀର ମତ୍ସ୍ଯମାନେ ମଲେ ଏବଂ ନଦୀର ଜଳ ଦୁର୍ଗନ୍ଧ ୟୁକ୍ତ ହେଲା। ତେଣୁ ମିଶରବାସୀ ଆଉ ନୀଳନଦୀରୁ ଜଳପାନ କରିପାରି ନଥିଲେ। ମିଶରର ସବୁଆଡେ ଜଳଭାଗ ରକ୍ତ ରେ ପରିଣତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ନଦୀର ମତ୍ସ୍ୟମାନେ ମଲେ ଏବଂ ନଦୀର ଜଳ ଦୁର୍ଗନ୍ଧ ଯୁକ୍ତ ହେଲା। ତେଣୁ ମିଶରବାସୀ ଆଉ ନୀଳନଦୀରୁ ଜଳପାନ କରିପାରି ନ ଥିଲେ। ମିଶରର ସବୁଆଡ଼େ ଜଳଭାଗ ରକ୍ତରେ ପରିଣତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।