Exodus 7:24 — Compare Translations
5 translations compared side by side
Odia - 1840
"ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରିନଥିଲେ। ତେଣୁ ସମାନେେ ନଦୀମାନଙ୍କ ରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମସ୍ତ ମିସ୍ରୀୟ ଲୋକେ ନଦୀଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରି ନ ଥିଲେ। ତେଣୁ ସେମାନେ ନଦୀମାନଙ୍କରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ମିସରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ମିସ୍ରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।