Exodus 7:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ନୀଳନଦୀରୁ ଜଳକୁ ସାତ ଦିନ ପରେ ପରିବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ନଦୀକି ଆଘାତ କଲା ଉତ୍ତାରେ ସାତଦିନ ସମ୍ପୂର୍ଣ୍ଣ ହେଲ। ।
Odia Bible ERV 2004 (ପବିତ୍ର ବାଇବଲ)
ବେଙ୍ଗଗୁଡ଼ିକ ସଦାପ୍ରଭୁ ନୀଳନଦୀରୁ ଜଳକୁ ସାତ ଦିନ ପରେ ପରିବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।