Exodus 7:3 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ଫାରୋଙ୍କ ହୃଦଯ କଠିନ କରିବି। ତା'ପରେ ମିଶର ଦେଶ ରେ ବହୁତ ଆଶ୍ଚର୍ୟ୍ଯ ଓ ଅଦ୍ଭୁତ କର୍ମ କରିବି। ତଥାପି ଫାରୋ ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଫାରୋଙ୍କ ହୃଦୟ କଠିନ କରିବି। ତା’ପରେ ମିଶର ଦେଶରେ ବହୁତ ଆଶ୍ଚର୍ଯ୍ୟ ଓ ଅଦ୍ଭୂତ କର୍ମ କରିବି। ତଥାପି ଫାରୋ ତୁମ୍ଭମାନଙ୍କ କଥା ଶୁଣିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।