Exodus 7:4 — Compare Translations

5 translations compared side by side

Odia - 1840
"ତେଣୁ ଏହାପରେ ମୁଁ ମିଶରକୁ ବହୁତ ଦଣ୍ଡ ଦବେି। ଏବଂ ତା'ପରେ ମୁଁ ମାରେଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ତ ଦ୍ଵାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏହା ପରେ ମୁଁ ମିଶରକୁ ବହୁତ ଦଣ୍ଡ ଦେବି। ଏବଂ ତା’ପରେ ମୁଁ ମୋର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।
Odia IRV 2017 (ଓଡିଆ ବାଇବେଲ)
ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା।