Exodus 7:5 — Compare Translations

5 translations compared side by side

Odia - 1840
"ତା ହେଲେ ମିଶରର ଲୋକମାନେ ଜାଣିବାକୁ ପାଇବେ ଯେ, ମୁଁ ହେଉଛି ସଦାପ୍ରଭୁ। ସମାନଙ୍କେ ବିରୁଦ୍ଧ ରେ ଯେତବେେଳେ ମୁଁ ହସ୍ତ ପ୍ରସାରଣ କରିବି ଏବଂ ସମାନଙ୍କେ ମଧ୍ଯରୁ ଇଶ୍ରାୟେଲୀୟ ଲୋକମାନଙ୍କୁ ବାହାର କରି ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ମିଶରର ଲୋକମାନେ ଜାଣିବାକୁ ପାଇବେ ଯେ, ମୁଁ ହେଉଛି ସଦାପ୍ରଭୁ। ସେମାନଙ୍କ ବିରୁଦ୍ଧରେ ଯେତେବେଳେ ମୁଁ ହସ୍ତ ପ୍ରସାରଣ କରିବି ଏବଂ ସେମାନଙ୍କ ମଧ୍ୟରୁ ଇସ୍ରାଏଲୀୟ ଲୋକମାନଙ୍କୁ ବାହାର କରି ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”