Exodus 7:6 — Compare Translations
5 translations compared side by side
Odia - 1840
"ମାଶାେ ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞା ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞା ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ।