Exodus 8:1 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଫାରୋଙ୍କ ନିକଟକୁ ୟାଅ ଏବଂ କୁହ, ସଦାପ୍ରଭୁ ଏହିକଥା କୁହନ୍ତି, ' ମାରେ ଲୋକମାନଙ୍କୁ ୟିବା ପାଇଁ ଦିଅ, ଯାହାଫଳ ରେ ସମାନେେ ମାେତେ ଉପାସନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋଙ୍କ ନିକଟକୁ ଯାଅ ଏବଂ କୁହ, ସଦାପ୍ରଭୁ ଏହିକଥା କୁହନ୍ତି, ‘ମୋର ଲୋକମାନଙ୍କୁ ଯିବା ପାଇଁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।