Exodus 8:10 — Compare Translations

5 translations compared side by side

Odia - 1840
"ଫାରୋ ଉତ୍ତର ଦେଲେ, ଆସନ୍ତାକାଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, କାଲି କର । ସେତେବେଳେ ମୋଶା କହିଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ତୁଲ୍ୟ କେହି ନାହିଁ, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଉତ୍ତର ଦେଲେ, “ଆସନ୍ତାକାଲି।” ମୋଶା କହିଲେ, “ତୁମ୍ଭେ ଯେପରି କହିଲ ସେହିପରି ହେବ। ଏହି ପ୍ରକାରେ ତୁମ୍ଭେ ଜାଣିବ ଏପରି ଦେବତା ନାହିଁ ଯାହା ଆମ୍ଭର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପରି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, “ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।