Exodus 8:11 — Compare Translations
5 translations compared side by side
Odia - 1840
"ବେଙ୍ଗମାନେ ତୁମ୍ଭକୁ, ତୁମ୍ଭର ଗୃହକୁ, ତୁମ୍ଭର ଲୋକମାନଙ୍କୁ ଏବଂ ତୁମ୍ଭର କର୍ମଚାରୀମାନଙ୍କୁ ଛାଡି ପଳାଇବେ। ସମାନେେ କବଳେ ନଦୀ ରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବେଙ୍ଗମାନେ ତୁମ୍ଭକୁ, ତୁମ୍ଭର ଗୃହକୁ, ତୁମ୍ଭର ଲୋକମାନଙ୍କୁ ଏବଂ ତୁମ୍ଭର କର୍ମଗ୍ଭରୀମାନଙ୍କୁ ଛାଡ଼ି ପଳାଇବେ। ସେମାନେ କେବଳ ନଦୀରେ ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।”
Odia IRV 2017 (ଓଡିଆ ବାଇବେଲ)
ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।