Exodus 8:12 — Compare Translations
5 translations compared side by side
Odia - 1840
"ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟରୁ ବିଦାଯ ନେଲେ। ସେ ଯେଉଁ ବେଙ୍ଗମାନଙ୍କୁ ଫାରୋଙ୍କ ବିରୁଦ୍ଧ ରେ ପଠାଇଥିଲେ, ସଗେୁଡିକୁ ହଟାଇ ନବୋ ପାଇଁ ମାଶାେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଏବଂ ହାରୋଣ ଫାରୋଙ୍କ ନିକଟରୁ ବିଦାୟ ନେଲେ। ସେ ଯେଉଁ ବେଙ୍ଗମାନଙ୍କୁ ଫାରୋଙ୍କ ବିରୁଦ୍ଧରେ ପଠାଇଥିଲେ, ସେଗୁଡ଼ିକୁ ହଟାଇ ନେବା ପାଇଁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।