Exodus 8:13 — Compare Translations

5 translations compared side by side

Odia - 1840
"ଏବଂ ମାଶାେ ଯାହା ଚାହିଁଲେ ସଦାପ୍ରଭୁ ସହେିପରି କଲେ। ଯେଉଁ ବେଙ୍ଗମାନେ ଘ ରେ, ଅଗଣା ରେ ଏବଂ ଜମି ରେ ଥିଲେ ସଗେୁଡିକ ମରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୋଶା ଯାହା ଗ୍ଭହିଁଲେ ସଦାପ୍ରଭୁ ସେହିପରି କଲେ। ଯେଉଁ ବେଙ୍ଗମାନେ ଘରେ, ଅଗଣାରେ ଏବଂ ଜମିରେ ଥିଲେ ସେଗୁଡ଼ିକ ମରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।