Exodus 8:14 — Compare Translations

5 translations compared side by side

Odia - 1840
"ସମାନେେ ଗଦା ହାଇେ ରୁଣ୍ଡ ହେଲେ ଏବଂ ସଗେୁଡିକ ଯୋଗୁଁ ସ୍ଥାନଟିରୁ ଦୁର୍ଗନ୍ଧ ବାହାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗଦା ହୋଇ ରୁଣ୍ଡ ହେଲେ ଏବଂ ସେଗୁଡ଼ିକ ଯୋଗୁଁ ସ୍ଥାନଟିରୁ ଦୁର୍ଗନ୍ଧ ବାହାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।