Exodus 8:15 — Compare Translations

5 translations compared side by side

Odia - 1840
"ଫାରୋ ହୃଦଯଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜିଦ୍ଖୋର ହେଲ। ସେ ସମାନଙ୍କେ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସହେିପରି ସବୁ ଘଟିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ଆପଣା ହୃଦୟ ଭାରୀ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ହୃଦୟଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜି‌ଦ୍‌ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସେହିପରି ସବୁ ଘଟିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।