Exodus 8:16 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ତାଙ୍କର ଆଶାବାଡି ଉଠାଇ ଭୂମିରେ ଆଘାତ କରିବ। ଏବଂ ମିଶରର ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର ।
Odia Bible ERV 2004 (ପବିତ୍ର ବାଇବଲ)
ଉକୁଣିଆ ପୋକ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ତାଙ୍କର ଆଶାବାଡ଼ି ଉଠାଇ ଭୂମିରେ ଆଘାତ କରିବ। ଏବଂ ମିଶରର ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହୋଇଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।”