Exodus 8:17 — Compare Translations

5 translations compared side by side

Odia - 1840
"ସମାନେେ ସହେିପରି କଲେ। ହାରୋଣ ତାଙ୍କର ଆଶାବାଡି ଉଠାଇ ଭୂମିରେ ଆଘାତ କଲେ ଏବଂ ମିଶର ରେ ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହାଇଗେଲା। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ଯମାନଙ୍କଠା ରେ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେହିପରି କଲେ। ହାରୋଣ ତାଙ୍କର ଆଶାବାଡ଼ି ଉଠାଇ ଭୂମିରେ ଆଘାତ କଲେ ଏବଂ ମିଶରରେ ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହୋଇଗଲା। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ବ୍ୟାପିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।