Exodus 8:18 — Compare Translations

5 translations compared side by side

Odia - 1840
"ମିଶରର ମନ୍ତ୍ରଜ୍ଞମାନେ ସମାନଙ୍କେର ଗୁପ୍ତ ୟାଦୁବିଦ୍ଯା ଦ୍ବାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରିପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ଯମାନଙ୍କଠା ରେ ରହିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଯନି କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରର ମନ୍ତ୍ରଜ୍ଞମାନେ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ଦ୍ୱାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲେ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରି ପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ରହିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।