Exodus 8:19 — Compare Translations
5 translations compared side by side
Odia - 1840
"ତେଣୁ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ପରମେଶ୍ବର ଏହା କରିଛନ୍ତି। କିନ୍ତୁ ଫାରୋ ପୁଣି ଜିଦ୍ଖୋର ହେଲେ। ସେ ସମାନଙ୍କେ କଥା ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ଏ ତ ପରମେଶ୍ଵରଙ୍କ ଅଙ୍ଗୁଳିକୃତ କର୍ମ; ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ପରମେଶ୍ୱର ଏହା କରିଛନ୍ତି। କିନ୍ତୁ ଫାରୋ ପୁଣି ଜିଦ୍ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।