Exodus 8:2 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ମାରେ ଲୋକମାନଙ୍କୁ ଛାଡିବାକୁ ମନା କରିବ, ତବେେ ମୁଁ ମିଶରକୁ ସଂପୂର୍ଣ୍ଣ ବେଙ୍ଗ ରେ ପରିପୂର୍ଣ୍ଣ କରି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ସେମାନଙ୍କୁ ଛାଡ଼ି ଦେବା ପାଇଁ ଅସମ୍ମତ ହେବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ଵାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ତ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଛାଡ଼ିବାକୁ ମନା କରିବ, ତେବେ ମୁଁ ମିଶରକୁ ସମ୍ପୂର୍ଣ୍ଣ ବେଙ୍ଗରେ ପରିପୂର୍ଣ୍ଣ କରି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।