Exodus 8:20 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାଶାଙ୍କେୁ କହିଲେ, ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ୟାଅ। ସେ ଯେତବେେଳେ ନଦୀକୂଳକୁ ୟିବ। ଏହିପରି କୁହ ସଦାପ୍ରଭୁ କହିଲେ, ' ମାରେ ଲୋକମାନଙ୍କୁ ଛାଡ ସମାନେେ ମାରେ ଉପାସନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାକୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ମାଛିମାନେ ପରମେଶ୍ୱର ମୋଶାଙ୍କୁ କହିଲେ, “ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ଯାଅ। ସେ ଯେତେବେଳେ ନଦୀକୂଳକୁ ଯିବ। ଏହିପରି କୁହ ସଦାପ୍ରଭୁ କହିଲେ, ‘ମୋର ଲୋକମାନଙ୍କୁ ଛାଡ଼ ସେମାନେ ମୋର ଉପାସନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।