Exodus 8:22 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ଇଶ୍ରାୟେଲୀୟ ଲୋକମାନଙ୍କ ପ୍ରତି ଏପରି ବ୍ଯବହାର କରିବି ନାହିଁ ଯେପରି ମିଶର ଲୋକମାନଙ୍କ ପ୍ରତି ହବେ। ଗୋଶନ ରେ କୌଣସି ମିଛି ହବେ ନାହିଁ, ଯେଉଁଠା ରେ ମାରେ ଲୋକମାନେ ବାସ କରୁଛନ୍ତି। ଏହି ପ୍ରକା ରେ ତୁମ୍ଭେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ, ଏହି ଭୂମିର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝାଙ୍କ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଇସ୍ରାଏଲୀୟ ଲୋକମାନଙ୍କ ପ୍ରତି ଏପରି ବ୍ୟବହାର କରିବି ନାହିଁ ଯେପରି ମିଶର ଲୋକମାନଙ୍କ ପ୍ରତି ହେବ। ଗୋଶନରେ କୌଣସି ମାଛି ହେବ ନାହିଁ, ଯେଉଁଠାରେ ମୋର ଲୋକମାନେ ବାସ କରୁଛନ୍ତି। ଏହି ପ୍ରକାରେ ତୁମ୍ଭେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ, ଏହି ଭୂମିର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।”