Exodus 8:23 — Compare Translations

5 translations compared side by side

Odia - 1840
"ତେଣୁ ଆସନ୍ତାକାଲିଠାରୁ ମୁଁ ମାରେ ଲୋକମାନଙ୍କୁ ତୁମ୍ଭର ଲୋକମାନଙ୍କଠାରୁ ଭିନ୍ନ ଭାବରେ ବ୍ଯବହାର କରିବି ଏବଂ ତାହା ମାରେ ପ୍ରମାଣ ସ୍ବରୂପ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ବିଶେଷ କରିବା; କାଲି ଏହି ଚିହ୍ନ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆସନ୍ତାକାଲିଠାରୁ ମୁଁ ମୋର ଲୋକମାନଙ୍କୁ ତୁମ୍ଭର ଲୋକମାନଙ୍କଠାରୁ ଭିନ୍ନ ଭାବରେ ବ୍ୟବହାର କରିବି ଏବଂ ତାହା ମୋର ପ୍ରମାଣ ସ୍ୱରୂପ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।