Exodus 8:25 — Compare Translations

5 translations compared side by side

Odia - 1840
"ତେଣୁ ଫାରୋ ମାଶାେ ଓ ହାରୋଣଙ୍କୁ ଡାକି ସମାନଙ୍କେୁ କହିଲେ, ତୁମ୍ଭମାନେେ ୟାଇ ଦେଶ ମଧିଅରେ ତୁମ୍ଭର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଫାରୋ ମୋଶା ଓ ହାରୋଣଙ୍କୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”