Exodus 8:26 — Compare Translations
5 translations compared side by side
Odia - 1840
"କିନ୍ତୁ ମାଶାେ କହିଲେ, ଏହା କବେେ ମଧ୍ଯ ଠିକ୍ ହବେ ନାହିଁ। ମିଶରବାସୀମାନେ ଭାବିବେ ଯେ, ପଶୁମାନଙ୍କୁ ମାରି ବଳିଦାନ କରିବା, ଏକ ଭୟଙ୍କର କାର୍ୟ୍ଯ ହବେ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଯଦି ଆମ୍ଭେ ଏପରି କର୍ୟ୍ଯ ଏହିଠା ରେ କରୁ ତବେେ ମିଶରବାସୀ ଆମ୍ଭମାନଙ୍କୁ ଦେଖିବେ, ଏବଂ ସମାନେେ ଆମ୍ଭମାନଙ୍କ ଉପରକୁ ପଥର ଫୋପାଡିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା କହିଲେ, ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁଣ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋଶା କହିଲେ, “ଏହା କଦାପି ଠିକ୍ ହେବ ନାହିଁ। ମିଶରବାସୀମାନେ ଭାବିବେ ଯେ, ପଶୁମାନଙ୍କୁ ମାରି ବଳିଦାନ କରିବା, ଏକ ଭୟଙ୍କର କାର୍ଯ୍ୟ ହେବ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯଦି ଆମ୍ଭେ ଏପରି କାର୍ଯ୍ୟ ଏହିଠାରେ କରୁ ତେବେ ମିଶରବାସୀ ଆମ୍ଭମାନଙ୍କୁ ଦେଖିବେ, ଏବଂ ସେମାନେ ଆମ୍ଭମାନଙ୍କ ଉପରକୁ ପଥର ଫୋପାଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ?