Exodus 8:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଉତ୍ସର୍ଗ କରିବା ନିମନ୍ତେ ଆମ୍ଭମାନଙ୍କୁ ତିନି ଦିନ ପାଇଁ ମରୁଭୂମିକୁ ୟିବାକୁ ଅନୁମତି ଦିଅ। ଯେ ହତେୁ ସଦାପ୍ରଭୁ ଆମ୍ଭମାନଙ୍କୁ ଏହା କରିବାକୁ ଆଜ୍ଞା କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କରିବା ନିମନ୍ତେ ଆମ୍ଭମାନଙ୍କୁ ତିନି ଦିନ ପାଇଁ ମରୁଭୂମିକୁ ଯିବାକୁ ଅନୁମତି ଦିଅ। ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କୁ ଏହା କରିବାକୁ ଆଜ୍ଞା କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”