Exodus 8:28 — Compare Translations

5 translations compared side by side

Odia - 1840
"ତେଣୁ ଫାରୋ କହିଲେ, ତେଣୁ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିବାକୁ ମରୁଭୂମିକୁ ୟିବାକୁ ଅନୁମତି ଦବେି। କିନ୍ତୁ ତୁମ୍ଭମାନେେ ବେଶୀଦୂର ୟିବା ଉଚିତ୍ ନୁହେଁ। ବର୍ତ୍ତମାନ ୟାଅ ଏବଂ ମାେ ପାଇଁ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଛାଡ଼ିଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି ଆମ୍ଭ ନିମନ୍ତେ ପ୍ରାର୍ଥନା କର।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଫାରୋ କହିଲେ, “ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ମରୁଭୂମିକୁ ଯିବାକୁ ଅନୁମତି ଦେବି। କିନ୍ତୁ ତୁମ୍ଭେମାନେ ବେଶୀଦୂର ଯିବା ଉଚିତ୍ ନୁହେଁ। ବର୍ତ୍ତମାନ ଯାଅ ଏବଂ ମୋ’ ପାଇଁ ପ୍ରାର୍ଥନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”