Exodus 8:29 — Compare Translations
5 translations compared side by side
Odia - 1840
"ମାଶାେ କହିଲେ, ଦେଖ, ଏ ସ୍ଥାନରୁ ୟାଇ ମୁଁ ଆପଣଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ମାଛିମାନଙ୍କଠାରୁ ମୁକ୍ତି ପାଇବା ପାଇଁ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ପାଇଁ ଯାଉଥିବା ଲୋକମାନଙ୍କୁ ଅଟକାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା କହିଲେ, ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର ଓ ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ କାଲି ସମସ୍ତ ଦଂଶକ-ଝାଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଛାଡ଼ିଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା କହିଲେ, “ଦେଖ, ଏ ସ୍ଥାନରୁ ଯାଇ ମୁଁ ତୁମ୍ଭ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ମାଛିମାନଙ୍କଠାରୁ ମୁକ୍ତି ପାଇବା ପାଇଁ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ପାଇଁ ଯାଉଥିବା ଲୋକମାନଙ୍କୁ ଅଟକାଇବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)