Exodus 8:3 — Compare Translations

5 translations compared side by side

Odia - 1840
"ନୀଳନଦୀ ସଂପୂର୍ଣ୍ଣ ବେଙ୍ଗ ରେ ପରିପୂର୍ଣ୍ଣ ହବେ। ସମାନେେ ନଦୀରୁ ଆସି ତୁମ୍ଭର ଘ ରେ ପଶିବେ। ସମାନେେ ତୁମ୍ଭର ଶଯନ କକ୍ଷ ଓ ଶୟେ ରେ ପଡି ରହିବେ ଏବଂ ସମାନେେ ତୁମ୍ଭର ଅଧିକାରୀଗଣଙ୍କ ଓ ତୁମ୍ଭ ଲୋକମାନଙ୍କ ଗୃହ ରେ ପ୍ରବେଶ କରିବେ ଏବଂ ବେଙ୍ଗଗୁଡିକ ତୁମ୍ଭର ଜଳପାତ୍ର, ଅଧିକାରୀମାନଙ୍କର ଚୁଲ୍ଲୀ ରେ ପ୍ରବେଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ ଓ ଶୟନାଗାରରେଓ ଶଯ୍ୟାରେ ଓ ତୁମ୍ଭ ଦାସମାନଙ୍କ ଗୃହରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ତନ୍ଦୁରରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ନୀଳନଦୀ ସମ୍ପୂର୍ଣ୍ଣ ବେଙ୍ଗରେ ପରିପୂର୍ଣ୍ଣ ହେବ। ସେମାନେ ନଦୀରୁ ଆସି ତୁମ୍ଭର ଘରେ ପଶିବେ। ସେମାନେ ତୁମ୍ଭର ଶୟନ କକ୍ଷ ଓ ଶେଯରେ ପଡ଼ି ରହିବେ ଏବଂ ସେମାନେ ତୁମ୍ଭର ଅଧିକାରୀଗଣଙ୍କ ଓ ତୁମ୍ଭ ଲୋକମାନଙ୍କ ଗୃହରେ ପ୍ରବେଶ କରିବେ ଏବଂ ବେଙ୍ଗଗୁଡ଼ିକ ତୁମ୍ଭର ଜଳପାତ୍ର, ଅଧିକାରୀମାନଙ୍କର ଚୁଲ୍ଲୀରେ ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
Odia IRV 2017 (ଓଡିଆ ବାଇବେଲ)
ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;