Exodus 8:31 — Compare Translations
5 translations compared side by side
Odia - 1840
"ଏବଂ ମାଶାେ ଯେପରି ଚାହିଁଲେ, ସଦାପ୍ରଭୁ ସହେିପରି କଲେ। ସଦାପ୍ରଭୁ ମାଛିମାନଙ୍କୁ ଫାରୋଙ୍କଠାରୁ, ତାଙ୍କର କର୍ମଚାରୀ ଏବଂ ତାଙ୍କର ଲୋକମାନଙ୍କଠାରୁ ଦୂ ରଇେ ନେଲେ। କୌଣସି ମାଛି ରହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝାଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୋଶା ଯେପରି ଗ୍ଭହିଁଲେ, ସଦାପ୍ରଭୁ ସେହିପରି କଲେ। ସଦାପ୍ରଭୁ ମାଛିମାନଙ୍କୁ ଫାରୋଙ୍କଠାରୁ, ତାଙ୍କର କର୍ମଗ୍ଭରୀ ଏବଂ ତାଙ୍କର ଲୋକମାନଙ୍କଠାରୁ ଦୂରେଇ ନେଲେ। କୌଣସି ମାଛି ରହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।