Exodus 8:32 — Compare Translations

5 translations compared side by side

Odia - 1840
"କିନ୍ତୁ ଫାରୋ ପୁଣି ଦାମ୍ଭିକ ହେଲ ଏବଂ ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥର ମଧ୍ୟ ଫାରୋ ଆପଣା ହୃଦୟ ଭାରୀ କଲେ ଓ ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫାରୋ ପୁଣି କଠିନ ହେଲେ ଏବଂ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।