Exodus 8:4 — Compare Translations
5 translations compared side by side
Odia - 1840
"ବେଙ୍ଗମାନେ ତୁମ୍ଭର କର୍ମଚାରୀ ଏବଂ ତୁମ୍ଭର ଲୋକମାନଙ୍କ ଓ ତୁମ୍ଭ ଉପରକୁ ଉଠିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବେଙ୍ଗମାନେ ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ଲୋକମାନଙ୍କ ଓ ତୁମ୍ଭ ଉପରକୁ ଉଠିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।”