Exodus 8:5 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ସେ ତା'ର ଆଶାବାଡିକୁ ଧରି ନଦୀ, ହ୍ରଦ, କନୋଲ, ସବୁଆଡେ ବୁଲାଉ। ଏହାପରେ ବେଙ୍ଗମାନେ ମିଶରର ସ୍ଥଳଭାଗ ରେ ଉଠି ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା’ର ଆଶାବାଡ଼ିକୁ ଧରି ନଦୀ, ହ୍ରଦ, କେନାଲ୍, ସବୁଆଡ଼େ ବୁଲାଉ। ଏହା ପରେ ବେଙ୍ଗମାନେ ମିଶରର ସ୍ଥଳଭାଗକୁ ଉଠି ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।”