Exodus 8:6 — Compare Translations
5 translations compared side by side
Odia - 1840
"ତେଣୁ ହାରୋଣ ମିଶରର ସମସ୍ତ ଜଳଭାଗ ଉପରେ ତାଙ୍କର ହସ୍ତ ପ୍ରସାରଣ କଲେ। ଏଥି ରେ ବେଙ୍ଗମାନେ ଜଳଭାଗରୁ ବାହାରି ମିଶରର ଭୂମିରେ ପରିପୂର୍ଣ୍ଣ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହାରୋଣ ମିଶରର ସମସ୍ତ ଜଳଭାଗ ଉପରେ ତାଙ୍କର ହସ୍ତ ପ୍ରସାରଣ କଲେ। ଏଥିରେ ବେଙ୍ଗମାନେ ଜଳଭାଗରୁ ବାହାରି ମିଶରର ଭୂମିରେ ପରିପୂର୍ଣ୍ଣ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।