Exodus 8:7 — Compare Translations

5 translations compared side by side

Odia - 1840
"ମନ୍ତ୍ରଜ୍ଞ ମଧ୍ଯ ସମାନଙ୍କେର ଗୁପ୍ତ ୟାଦୁବିଦ୍ଯା ବଳ ରେ ଠିକ୍ ସହପରେି ବେଙ୍ଗମାନଙ୍କୁ ବାହାର କରିପାରିଲେ। ଯେଉଁଥିପାଇଁ ସମଗ୍ର ମିଶରର ବେଙ୍ଗ ରେ ପରିପୂର୍ଣ୍ଣ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ତ୍ରଜ୍ଞମାନେ ମଧ୍ୟ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ବଳରେ ଠିକ୍ ସେହିପରି ବେଙ୍ଗମାନଙ୍କୁ ବାହାର କରି ପାରିଲେ। ଯେଉଁଥିପାଇଁ ସମଗ୍ର ମିଶର ବେଙ୍ଗରେ ପରିପୂର୍ଣ୍ଣ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।