Exodus 9:1 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ ଫାରୋଙ୍କ ନିକଟକୁ ୟାଇ କହିବାକୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହନ୍ତି, ' ମାରେ ଲୋକମାନଙ୍କୁ ୟିବାକୁ ଦିଅ, ଯାହାଫଳ ରେ ସମାନେେ ମାେତେ ଉପାସନା କରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁତୁମ୍ଭେ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
କୃଷିକ୍ଷେତ୍ରର ପଶୁମାନଙ୍କୁ ରୋଗ ଏହା ପରେ ସଦାପ୍ରଭୁ ମୋଶାଙ୍କୁ ଫାରୋଙ୍କ ନିକଟକୁ ଯାଇ କହିବାକୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”