Exodus 9:10 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ଓ ହାରୋଣ ଏକ ଭାଟିରୁ ଭସ୍ମ ନେଲେ। ଏବଂ ସମାନେେ ଫାରୋଙ୍କ ସମ୍ମୁଖ ରେ ଛିଡା ହାଇେ ଆକାଶକୁ ଉଡାଇ ଦେଲେ। ଏହାପରେ ୟନ୍ତ୍ରଣାଦାୟକ ଦାହୟୁକ୍ତ ବଥମାନ ମନୁଷ୍ଯ ଓ ପଶୁମାନଙ୍କଠା ରେ ଦଖାେ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଛିଡ଼ା ହେଲେ; ପୁଣି ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଓ ହାରୋଣ ଏକ ଭାଟିରୁ ଭସ୍ମ ନେଲେ। ଏବଂ ସେମାନେ ଫାରୋଙ୍କ ସମ୍ମୁଖରେ ଛିଡ଼ା ହୋଇ ଆକାଶକୁ ଉଡ଼ାଇ ଦେଲେ। ଏହା ପରେ ଯନ୍ତ୍ରଣାଦାୟକ ଦାହଯୁକ୍ତ ବଥମାନ ମନୁଷ୍ୟ ଓ ପଶୁମାନଙ୍କଠାରେ ଦେଖା ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।