Exodus 9:11 — Compare Translations
5 translations compared side by side
Odia - 1840
"ସହେି ବଥ ସକାେଶ ମନ୍ତ୍ରଜ୍ଞମାନେ ମାଶାଙ୍କେ ସମ୍ମୁଖୀନ ହାଇେ ପାରିଲେ ନାହିଁ। ପ୍ରେତ୍ୟକକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେମୋଶାଙ୍କ ସାକ୍ଷାତରେ ଛିଡ଼ା ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବଥ ସକାଶେ ମନ୍ତ୍ରଜ୍ଞମାନେ ମୋଶାଙ୍କ ସମ୍ମୁଖୀନ ହୋଇ ପାରିଲେ ନାହିଁ। ପ୍ରତ୍ୟେକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।