Exodus 9:12 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ଫାରୋଙ୍କ ହୃଦଯକୁ ଆହୁରି କଠାେର କଲେ ଯେ, ସେ ମାଶାେ ଓ ହାରୋଣଙ୍କର କୌଣସି କଥା ଶୁଣିଲେ ନାହିଁ। ଏହିପରି ଘଟିଲା ଯେପରି ସଦାପ୍ରଭୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଫାରୋଙ୍କ ହୃଦୟକୁ ଆହୁରି କଠୋର କଲେ ଯେ, ସେ ମୋଶା ଓ ହାରୋଣଙ୍କର କୌଣସି କଥା ଶୁଣିଲେ ନାହିଁ। ଏହିପରି ଘଟିଲା ଯେପରି ସଦାପ୍ରଭୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।