Exodus 9:13 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରଭାତରୁ ଉଠି ଓ ଫାରୋଙ୍କ ନିଟକୁ ୟାଅ। ତାଙ୍କୁ କୁହ ଏବ୍ରୀଯ ଲୋକମାନଙ୍କର ସଦାପ୍ରଭୁ ପରମେଶ୍ବର କହନ୍ତି, ' ମାରେ ଲୋକମାନଙ୍କୁ ମାରେ ଉପାସନା ପାଇଁ ଛାଡ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୋଇ ତାହାକୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ଶିଳାବୃଷ୍ଟି ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଭାତରେ ଉଠ ଏବଂ ଫାରୋଙ୍କ ନିକଟକୁ ଯାଅ। ତାଙ୍କୁ କୁହ ଏବ୍ରୀୟ ଲୋକମାନଙ୍କର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ମୋର ଉପାସନା ପାଇଁ ଛାଡ଼।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;