Exodus 9:14 — Compare Translations

5 translations compared side by side

Odia - 1840
"ଏହି ସମୟରେ ମାରେ ସମସ୍ତ ଶକ୍ତି ତୁମ୍ଭ ବିରୁଦ୍ଧ ରେ, ତୁମ୍ଭର କର୍ମଚାରୀ ଏବଂ ତୁମ୍ଭର ସମସ୍ତ ଲୋକମାନଙ୍କ ବିରୁଦ୍ଧ ରେ କାର୍ୟ୍ଯ କରିବ। ଏହାପରେ ତୁମ୍ଭେ ଜାଣିବ ଯେ, ମାେ ପରି ଆଉ କୌଣସି ପରମେଶ୍ବର ପୃଥିବୀ ରେ ନାହାଁନ୍ତିା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହିଁ, ଏହା ତୁମ୍ଭେ ଜ୍ଞାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ମୋର ସମସ୍ତ ଶକ୍ତି ତୁମ୍ଭ ବିରୁଦ୍ଧରେ, ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ସମସ୍ତ ଲୋକମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ଏହା ପରେ ତୁମ୍ଭେ ଜାଣିବ ଯେ, ମୋ’ ପରି ଆଉ କୌଣସି ପରମେଶ୍ୱର ପୃଥିବୀରେ ନାହାନ୍ତିା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।
Odia IRV 2017 (ଓଡିଆ ବାଇବେଲ)
ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।