Exodus 9:15 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ସୁଦ୍ଧା, ମାରେ ପରାକ୍ରମ ଦ୍ବାରା ଏକ ରୋଗଦ୍ବାରା ତୁମ୍ଭଙ୍କୁ ଏବଂ ତୁମ୍ଭର ଲୋକମାନଙ୍କୁ ଶଷେ କରିସାରନ୍ତିଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏତେବେଳକୁ ଆମ୍ଭେ ଆପଣା ହସ୍ତ ବିସ୍ତାର କରିମହାମାରୀ ଦ୍ଵାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ସୁଦ୍ଧା, ମୋର ପରାକ୍ରମ ଦ୍ୱାରା ଏକ ରୋଗଦ୍ୱାରା ତୁମ୍ଭଙ୍କୁ ଏବଂ ତୁମ୍ଭର ଲୋକମାନଙ୍କୁ ଶେଷ କରି ସାରନ୍ତିଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
Odia IRV 2017 (ଓଡିଆ ବାଇବେଲ)
କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;