Exodus 9:16 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ତୁମ୍ଭକୁ ଏଥିପାଇଁ ରଖିଛି ଯେ, ତୁମ୍ଭେ ମାରେ ପରାକ୍ରମ ଜାଣିବ। ସମଗ୍ର ପୃଥିବୀ ରେ ମାରେ ନାମ ବିଖ୍ଯାତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ ଏଥିପାଇଁ ରଖିଛି ଯେ, ତୁମ୍ଭେ ମୋର ପରାକ୍ରମ ଜାଣିବ। ସମଗ୍ର ପୃଥିବୀରେ ମୋର ନାମ ବିଖ୍ୟାତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।