Exodus 9:17 — Compare Translations
5 translations compared side by side
Odia - 1840
"ତଥାପି ମଧ୍ଯ ତୁମ୍ଭେ ମାରେ ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମାରେ ଲୋକମାନଙ୍କୁ ମୁକ୍ତ କରୁନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେଁ ତୁମ୍ଭେ କି ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ମଧ୍ୟ ତୁମ୍ଭେ ମୋର ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମୋର ଲୋକମାନଙ୍କୁ ମୁକ୍ତ କରୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?