Exodus 9:18 — Compare Translations
5 translations compared side by side
Odia - 1840
"ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳା ବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶର ରେ କବେବେି ହାଇେ ନଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହାଇନେଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ କାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳାବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶରରେ କେବେବି ହୋଇ ନ ଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହୋଇ ନ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।