Exodus 9:19 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ, ତୁମ୍ଭେ ତୁମ୍ଭର ପଶୁମାନଙ୍କୁ ନିରାପଦ ସ୍ଥାନ ରେ ରଖ। ତୁମ୍ଭର ସମସ୍ତ ପଶୁଗୁଡିକ କ୍ଷତରେୁ ନିରାପଦ ସ୍ଥାନକୁ ନଇେଆସ। କାହିଁକି? କାରଣ ଯେଉଁମାନେ କ୍ଷତେ ରେ ରହିବେ ମନୁଷ୍ଯ ହେଉ କି ପଶୁ ହେଉ ସମାନେେ ମରିବେ। ଘର ବାହା ରେ ଥିବା ସମସ୍ତ ବସ୍ତୁ ଉପରେ ଶିଳା ବୃଷ୍ଟି ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ଵାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ, ତୁମ୍ଭେ ତୁମ୍ଭର ପଶୁମାନଙ୍କୁ ନିରାପଦ ସ୍ଥାନରେ ରଖ। ତୁମ୍ଭର ସମସ୍ତ ପଶୁଗୁଡ଼ିକ କ୍ଷେତରୁ ନିରାପଦ ସ୍ଥାନକୁ ନେଇ ଆସ। କାରଣ ଯେଉଁମାନେ କ୍ଷେତରେ ରହିବେ ମନୁଷ୍ୟ ହେଉ କି ପଶୁ ହେଉ ସେମାନେ ମରିବେ। ଘର ବାହାରେ ଥିବା ସମସ୍ତ ବସ୍ତୁ ଉପରେ ଶିଳାବୃଷ୍ଟି ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।”