Exodus 9:2 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଏପରି କର ଓ ମାରେ ଲୋକମାନଙ୍କୁ ୟିବାକୁ ନଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେମାନଙ୍କୁ ଛାଡ଼ିଦେବା ପାଇଁ ନାସ୍ତି କରିଏବେ ମଧ୍ୟ ବାଧା ଦେବ,
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଏପରି କର ଓ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେମାନଙ୍କୁ ଯିବାକୁ ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,