Exodus 9:21 — Compare Translations
5 translations compared side by side
Odia - 1840
"କିନ୍ତୁ କେତକେ ଲୋକ ସଦାପ୍ରଭୁଙ୍କର ଆଜ୍ଞାକୁ ହଯେଜ୍ଞାନ ମଣିଲେ, ସହେି ଲୋକମାନେ ତାଙ୍କର ସମସ୍ତ ପଶୁ ଓ ଦାସମାନଙ୍କୁ କ୍ଷତେ ରେ ଛାଡି ଦେଲେ."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କେତେକ ଲୋକ ସଦାପ୍ରଭୁଙ୍କର ଆଜ୍ଞାକୁ ହେୟଜ୍ଞାନ ମଣିଲେ, ସେହି ଲୋକମାନେ ତାଙ୍କର ସମସ୍ତ ପଶୁ ଓ ଦାସମାନଙ୍କୁ କ୍ଷେତରେ ଛାଡ଼ି ଦେଲେ.
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।